ଯାଲୋଏ ଡାକ୍ତରଖାନାରେସ୍ୱାସ୍ଥ୍ୟ ମେଳା ନେଇ ପ୍ରସ୍ତୁତି ବୈଠକ

ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକର ଯାଲୋଏରେ ଆସନ୍ତା ୨୦ତାରିଖରେ ଏକ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ମେଳା ଅନୁଷ୍ଠିତ ହେବା ନେଇ ଆଜି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ।

ଉଲୁଣ୍ଡା ଡାକ୍ତରଖାନାର ସ୍ୱାସ୍ଥ୍ୟ ଅଧିକାରୀ ଆଲୋକ ମିଶ୍ରଙ୍କ ସଭାପତିତ୍ବରେ ଆୟୋଜିତ ବୈଠକରେ ଜିଲ୍ଲାପରିଷଦ ସଭ୍ୟ ଝସକେତନ ବଘାର, ଉଲୁଣ୍ଡା ପଂଚାୟତ ସମିତି ଅଧ୍ୟକ୍ଷା ଶାନ୍ତିଲତା ମିଶ୍ରଙ୍କ ସହ ବିଭିନ୍ନ ପଞ୍ଚାୟତର ସରପଞ୍ଚ ମାନେ ଉପସ୍ଥିତ ଥିଲେ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes