ଭୁବନେଶ୍ବର ୟୁନିଟ ୮ ମାର୍କେଟ ପାଖରେ ଥିବା ବସ ଷ୍ଟପ୍ରେ ଯୁକ୍ତିତର୍କରୁ ଯାତ୍ରୀଙ୍କୁ ଥାପଡ଼ ମାରିଛନ୍ତି ‘ଆମ ବସ୍’ କଣ୍ଡକ୍ଟର। ବସ୍ ଭିତରୁ ବାହାରି ଆସି ବାହାରେ ଥାପଡ଼ ମାରିଥିବା ସୂଚନା ମିଳିଛି।
କଣ୍ଡକ୍ଟର ୟୁନିଫର୍ମରେ ଥାଇ ଥାପଡ଼ ମାରିବା ଦୃଶ୍ୟ କ୍ୟାମେରାରେ ରେକର୍ଡ ହୋଇଛି।
Credible Local News of Odisha