ଯୁବକଙ୍କୁ ପିଟିପିଟି ହତ୍ୟା ମାମଲାରେ ୩ ଦୋଷୀଙ୍କୁ ଆଜୀବନ

୨୦୨୩ କାଶୀପୁର ଟିକିରି ଥାନା ଚାନ୍ଦଗିରିରେ ଘଟିଥିବା ହତ୍ୟାକାଣ୍ଡ ଘଟଣାରେ ୩ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ ରାୟଗଡ଼ା ଏଡିଜେ।

ଜମି ପାଇଁ ଯୁବକଙ୍କୁ ହତ୍ୟା ପରେ ମାଟି ତଳେ ପୋତି ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes