ଯୁବକ -ଯୁବତୀଙ୍କ ମୃତଦେହ ଉଦ୍ଧାର

କଟକ ସଦର ଥାନା ଅନ୍ତର୍ଗତ ଶଙ୍ଖତ୍ରାସ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାରଣ୍ଡାରୁ ଆଜି ସକାଳେ ଜଣେ ଯୁବକ ଓ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି l

ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିବା ବେଳେ ସେମାନଙ୍କ ମୃତ୍ୟୁର କାରଣ ଜଣାପଡ଼ିନାହିଁ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes