ଯୁବତୀଙ୍କ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଶିଶୁପାଳଗଡ଼ ନିକଟ ଏକ ଘର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି।

ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଧଉଳି ଥାନା ପୁଲିସ ଘଟଣାର ତଦନ୍ତ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes