ଯୁବ ରେଡକ୍ରସ୍ ପାଇଁ ସଭ୍ୟ ଗ୍ରହଣ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଡିଗ୍ରୀ ମହାବିଦ୍ୟାଳୟରେ ଶୁକ୍ରବାର ଯୁବ ରେଡକ୍ରସ୍ ପାଇଁ ସଭ୍ୟ ଗ୍ରହଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଅଧ୍ୟକ୍ଷ ବଳଦେବ ପୂଜାହାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଯୁବ ରେଡକ୍ରସର ଜିଲ୍ଲା ସଂଯୋଜକ ଉମାକାନ୍ତ ନାଗ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରେଡକ୍ରସର ଇତିହାସ ଓ ଏହାର କାର୍ଯ୍ୟକ୍ରମ ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରେଇ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes