ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଯିବ ଓଡ଼ିଶା ଟିମ୍‌

ଦାଦନ ରୋକିବା ପାଇଁ ରାଜ୍ୟ ସରକାର ବଡ଼ ବ୍ଲୁ ପ୍ରିଣ୍ଟ କରିବା ସହ ଯେଉଁ ରାଜ୍ୟକୁ ଦାଦନ ଯାଉଛନ୍ତି ସେହି ରାଜ୍ୟକୁ ଓଡ଼ିଶା ଟିମ୍‌ ଯିବ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ।

କାହିଁକି ସେହି ରାଜ୍ୟକୁ ଯାଉଛନ୍ତି, ସେହି ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବୁ। କାରଣ ଖୋଜାଯାଇ ନିରାକରଣ ବାହାର କରାଯିବ କହିଛନ୍ତି କନକବର୍ଦ୍ଧନ। ଧାନ କ୍ୱିଣ୍ଟାଲ ପିଛା ୮୦୦ ଟଙ୍କା ଇନ୍‌ପୁଟ୍‌ ସବସିଡି ଯୋଗୁଁ ଦାଦନ କମିଛି। ସମ୍ପୂର୍ଣ୍ଣ ରୋକିବାକୁ ବିଭିନ୍ନ ଦିଗ ଉପରେ ଚର୍ଚ୍ଚା ଆଲୋଚନା କରୁଛୁ କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes