ଯୋଗାଣ ମନ୍ତ୍ରୀଙ୍କ ସରକାରୀ ବାସଭବନରେ ସହାୟକଙ୍କ ମୃତ୍ୟୁ

ବିଦ୍ୟୁତ ଆଘାତରେ ସହାୟକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ପୋଲିସ ତଦନ୍ତ କରୁଛି। ସପରିବାର ସହ ମନ୍ତ୍ରୀଙ୍କ ବାସଭବନରେ ରହୁଥିଲେ ସହାୟକ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes