ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା: ମନ୍ତ୍ରୀ

ସୁଭଦ୍ରା ଯୋଜନାର ସମୀକ୍ଷା ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହି ସୂଚନା ଦେଇଛନ୍ତି। କାହିଁକି ବଞ୍ଚିତ ହେଲେ, ତାହାର ତର୍ଜମା ଚାଲିଛି କହିଛନ୍ତି ପ୍ରଭାତୀ ପରିଡା। ଯୋଗ୍ୟ ହୋଇଥିଲେ ଏକା ଥରକେ ଦୁଇଟି କିସ୍ତି ସୁଭଦ୍ରା ଟଙ୍କା ପାଇବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes