ରକ୍ତ ଭଣ୍ଡାର କାର୍ଯ୍ୟକ୍ଷମ କରିବା ପାଇଁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ମେଡ଼ିକାଲରେ ରକ୍ତ ଭଣ୍ଡାର କାର୍ଯ୍ୟକ୍ଷମ କରିବା ପାଇଁ ଆଜି ସାମ୍ବାଦିକ ସଂଘ ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।

ସୂଚନା ଯୋଗ୍ୟ, ଏହି ରକ୍ତଭଣ୍ଡାର ଉପରେ ଚାରୋଟି ବ୍ଳକ ନିର୍ଭର କରୁଥିବା ବେଳେ ବହୁ ଦିନରୁ ଏହି ରକ୍ତଭଣ୍ଡାରଟି ବନ୍ଦ ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes