ରଘୁରାମ ଆୟାର ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ

ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ସ୍ତରରେ ଅଦଳବଦଳ କରି ରାଜ୍ୟ ନିର୍ବାଚନ କମିଶନରେ ଥିବା ରଘୁରାମ ଆର ଆୟାରଙ୍କୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଭାବେ ବଦଳି କରିଛନ୍ତି l
ତାଙ୍କୁ ରାଜ୍ୟ ଶିକ୍ଷା ଓ ତାଲିମ ପରିଷଦ ବା ଏସସିଇଆରଟିର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ମଧ୍ୟ ଦିଆଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version