ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଅନ୍ତର୍ଗତ ରଣଜିତ ପଞ୍ଚାୟତର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଗୌରାଙ୍ଗ ଚରଣ ଦେହୁରୀଙ୍କୁ କର୍ତ୍ତବ୍ୟରେ ଅବହେଳା ଓ ଉପରିସ୍ଥ ଅଧିକାରୀଙ୍କ ଆଦେଶ ଅବମାନନା ଅଭିଯୋଗରେ ଆଜି ଜିଲ୍ଲାପାଳ ତ୍ରିଲୋଚନ ମାଝୀ ନିଲମ୍ବିତ କରିଛନ୍ତି ।
Credible Local News of Odisha