ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ଉପସ୍ଥାପନ ନିର୍ଦ୍ଦେଶ

ଆସନ୍ତା ବିଧାନସଭା ଅଧିବେଶନରେ ରତ୍ନଭଣ୍ଡାର ଚାବି ହଜିବା ରିପୋର୍ଟ ଉପସ୍ଥାପନ ନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ଉପସ୍ଥାପନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes