ରଥଯାତ୍ରା ପାଇଁ ବୀରମହାରାଜପୁରରେ ପ୍ରସ୍ତୁତି ବୈଠକ

ଗତ ସନ୍ଧ୍ୟାରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମୁଖ୍ୟଛକ ସ୍ଥିତ ଠାରେ ଜଗନ୍ନାଥ ମନ୍ଦିର ପରିସରରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।

ମନ୍ଦିର ପରିଚାଳନା କମିଟିର ଟ୍ରଷ୍ଟି ବିଷ୍ଣୁଚରଣ ପଣ୍ଡା ଏଥିରେ ଅଧ୍ୟକ୍ଷତା କରିଥିଲେ । ବିଭିନ୍ନ ନୀତିକାନ୍ତି ପରିଚାଳନା ସକାଶେ ୧୧ଟି ଭିନ୍ନ ଭିନ୍ନ କମିଟି ଗଠନ କରାଯାଇଥିଲା ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version