ରାଉରକେଲାରେ ମୁଖ୍ୟ ଶାସନ ସଚିବ

ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଆଜି ରାଉରକେଲାରେ ପହଞ୍ଚି ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଭିତ୍ତିଭୂମି ସମୀକ୍ଷା କରିଛନ୍ତି।

ବିଭିନ୍ନ ଉନ୍ନୟନମୂଳକ କାମକୁ ନେଇ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version