ରାଜଧାନୀରେ ପ୍ରତିଷ୍ଠା ହେବ ଡପଲର ରାଡାର ସିଷ୍ଟମ

ଡପଲର ରାଡାର ସିଷ୍ଟମ ପ୍ରତିଷ୍ଠା ହେବ ନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଖୁବଶୀଘ୍ର ବାଲେଶ୍ଵର ଓ ସମ୍ବଲପୁରରେ ରାଡାର ସିଷ୍ଟମ କାର୍ଯ୍ୟକ୍ଷମ ହେବ। ଭିତ୍ତିଭୂମି କାର୍ଯ୍ୟ ସରିଛି, ଖୁବ୍‌ କମ ଦିନରେ କାର୍ଯ୍ୟକ୍ଷମ ହେବ, ଯାହା ଦ୍ୱାରା ପାଣିପାଗର ନିଖୁଣ ଆକଳନ କରାଯାଇପାରିବ କହିଛନ୍ତି ରାଜସ୍ୱ ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes