ରାଜପଥରେ ଠିଆ ହୋଇଥିବା ଟ୍ରକକୁ ପଛରୁ ପିଟିଲା ଟ୍ରକ

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଚେମେଣା ବନ୍ଧ ନିକଟରେ ଏକ ଠିଆ ହୋଇଥିବା ଟ୍ରକକୁ ଶନିବାର ଆଉ ଏକ ଟ୍ରକ ଧକ୍କା ଦେଇଛି।

ଫଳରେ ପଛ ଟ୍ରକର ଡ୍ରାଇଭର ଗାଡି ଭିତରେ ଚାପି ହୋଇରହିଛନ୍ତି।ଘଟଣା ସ୍ଥଳରେ ତୁରୁମୁଙ୍ଗା ପୁଲିସ ଓ କେନ୍ଦୁଝର ଅଗ୍ନିଶମ ବାହିନୀ ପହଁଚି ଗାଡି ଭିତରେ ଚାପି ହୋଇ ରହିଥିବା ଡ୍ରାଇଭରଙ୍କୁ ଉଦ୍ଧାର କରି କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes