ରାଜପଥ ଅଗ୍ରଗତି ନେଇ ଉପ-ବାଚସ୍ପତିଙ୍କ ସମୀକ୍ଷା ବୈଠକ

ଅନୁଗୋଳ ସର୍କିଟ ହାଉସ ଠାରେ ଆଜି ଓଡିଶା ବିଧାନସଭାର ଉପ-ବାଚସ୍ପତି ଶ୍ରୀଯୁକ୍ତ ରଜନୀକାନ୍ତ ସିଂହଙ୍କ ଅଧ୍ୟକ୍ଷତାରେ ୫୫ନଂ ଓ ୧୪୯ନଂ ଜାତୀୟ ରାଜପଥର ଅଗ୍ରଗତି ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏହି ବୈଠକରେ ଜିଲ୍ଲାପାଳ ଓ ବିଧାୟକ ବ୍ରଜକିଶୋର ପ୍ରଧାନ ଯୋଗ ଦେଇଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes