ରାଜଭବନରେ ସଫଳ ବ୍ୟକ୍ତିବିଶେଷଙ୍କ ସହ ଆଲୋଚନା

ଆଜି ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କିଛି ସଫଳ ବ୍ୟକ୍ତି ବିଶେଷଙ୍କ ସହ ଆଲୋଚନା କରିବା ଅବସରରେ କହିଛନ୍ତି, ଓଡିଶା ପ୍ରତିଭାଙ୍କ ଖଣି l ପ୍ରତିଭାର ବିକାଶ ଓ ପ୍ରକାଶ ପାଇଁ ଏହା ଉର୍ବର ଭୂମି l
ଆଲୋଚନାରେ ସମାଜସେବୀ ଅବିନାଶ ମିଶ୍ର ଓ ଚିନ୍ମୟ ଦାସ, ନୂଆ ବାସ୍ନା ଧାନର ଉଦ୍ଭାବକ କାଦମ୍ବିନୀ ବେହେରା, ଚିତ୍ରଶିଳ୍ପୀ ଶ୍ୱେତପଦ୍ମା ମିଶ୍ର, ଗୋସେବକ ପଣ୍ଡିତ ବିଷ୍ଣୁ ପଣ୍ଡା ପ୍ରମୁଖ ଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version