ରାଜଶ୍ରୀ ସ୍ବାଇଁ ମୃତ୍ୟୁ ଘଟଣା: ଓସିଏ କାର୍ଯ୍ୟାଳୟ ସାମ୍ନାରେ ବିଜେପିର ଆନ୍ଦୋଳନ

ମହିଳା କ୍ରିକେଟର ରାଜଶ୍ରୀ ସ୍ବାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ନିରପେକ୍ଷ ତଦନ୍ତ ଦାବିରେ ଆଜି ଓସିଏ କାର୍ଯ୍ୟାଳୟ ସାମ୍ନାରେ ବିକ୍ଷୋଭ କରିଛି ବିଜେପି ମହିଳା ମୋର୍ଚ୍ଚା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes