ଆଜି ଉତ୍ତରାଞ୍ଚଳ ରାଜସ୍ୱ ଆୟୁକ୍ତ ସୁରେଶ ଚନ୍ଦ୍ର ଦଳେଇ ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ବିଶିପଡ଼ା ପରମେଶ୍ୱରି ହାଇସ୍କୁଲ ପରିଦର୍ଶନ କରିଥିବା ଜଣାଯାଇଛି ।
ଏହି ସମୟରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଅବୋଲୀ ସୁନୀଲ ନରୱଣେ, ବୀରମହାରାଜପୁର ଉପଜିଲ୍ଲାପାଳ ଅଶୋକ କୁମାର ଭୋଇ, ଉଲୁଣ୍ଡା ବିଡିଓ ହେମସାଗର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ ।