ରାଜ୍ୟପାଳଙ୍କୁ ଭେଟିଲେ ଓପିଏସସି ଅଧ୍ୟକ୍ଷ

ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସସି ) ଅଧ୍ୟକ୍ଷ ଡ. ସତ୍ୟଜିତ ମହାନ୍ତି ଶନିବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିଛନ୍ତି l

ଏହି ଅବସରରେ ସେ 2021-22ର ବାର୍ଷିକ ରିପୋର୍ଟ ପ୍ରଦାନ କରିଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes