ରାଜ୍ୟରୁ ଆଉ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୮ଟି ଜିଲ୍ଲାରୁ ୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ଅନ୍ୟ ୬ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୩,୩୬,୨୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩,୨୬,୭୬୮ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୨୦୮ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes