ରାଜ୍ୟରୁ ଆଉ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୪ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୧୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୦ ଜଣ କାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୫ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୮, ୩୭୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୯,୦୮୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୧୦ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes