ରାଜ୍ୟରୁ ଆଉ ୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୬ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୧୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୧୧ ଜଣ ସଙ୍ଗରୋଧ କେନ୍ଦ୍ରରେ ଥିଲେ ଏବଂ ଅନ୍ୟ ୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବର୍ଗର ୧ ଆକ୍ରାନ୍ତ ଥିବା ସ୍ବାସ୍ଥ୍ୟ ବିଭାଗ କହିଛି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୮, ୬୩୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୯,୩୦୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୫୩ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

District Handicapped School Subarnapur