ରାଜ୍ୟରୁ ଆଉ ୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟାରେ ରାଜ୍ୟର ୩ ଟି ଜିଲ୍ଲାରୁ ୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ୨ ଜଣ କାରେଣ୍ଟାଇନ୍ ସେଣ୍ଟରରେ ଥିଲେ ଏବଂ ଅନ୍ୟ ୧ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

ଏ ପର୍ଯ୍ୟନ୍ତ ରାଜ୍ୟରେ ୧୨,୮୮, ୪୪୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୨,୭୯,୧୯୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୭୦ ଜଣ ଚିକିତ୍ସାଧୀନ ଅଛନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes