ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତ ମୃତ, ମୋଟ 9151

ରାଜ୍ୟରେ ଭୁବନେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ଦୁଇ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହେବା ପରେ ମୋଟ କରୋନା ମୃତ୍ୟୁ 9151 ରେ ପହଞ୍ଚିଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes