ରାଜ୍ୟରେ ଆଉ ମାତ୍ର ୮ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟାରେ ରାଜ୍ୟରେ କେବଳ ବଲାଙ୍ଗୀର, କଟକ, ଖୋର୍ଦ୍ଧା, ସମ୍ବଲପୁର ଏବଂ ସୁନ୍ଦରଗଡ଼ରେ ମୋଟ ଆଠ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l

ରାଜ୍ୟରେ ଏବେ ମୋଟ 110 ଜଣ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes