ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୟାଗଡ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଁଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes