ରାଜ୍ୟରେ ଆଉ 12 ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟାରେ ବଲାଙ୍ଗୀର, କଟକ, ଯାଜପୁର, ଖୋର୍ଦ୍ଧା, ନୂଆପଡା, ରାୟଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଜିଲ୍ଲାରେ 12 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l

ଏବେ ରାଜ୍ୟରେ ମୋଟ 80 ଜଣ ସକ୍ରିୟ ରୋଗୀ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes