ରାଜ୍ୟରେ ଆଉ 14 କରୋନା ପଜିଟିଭ ଚିହ୍ନଟ

ଗତ 24 ଘଣ୍ଟାରେ କଟକ, ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡା, ସମ୍ବଲପୁର ଜିଲ୍ଳାରେ 14 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଏବେ ରାଜ୍ୟରେ ମୋଟ 135 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes