ରାଜ୍ୟରେ ଆଉ 234 କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଗତ 24 ଘଣ୍ଟା ମଧ୍ୟରେ 234 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା 13 ଲକ୍ଷ 20 ହଜାର 450 ହୋଇଥିବା ସ୍ୱାସ୍ଥ୍ୟ ବିଭାଗ କହିଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version