ରାଜ୍ୟରେ ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା

ଆଜି ପାଇଁ ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୬ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବରରେ ପ୍ରବଳ ବର୍ଷିବ ଆଶଙ୍କା ରହିଛି। ସେହିଭଳି ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ବି ଆଲର୍ଟ କରିଛି ପାଣିପାଗ ବିଭାଗ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes