ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ ହିଟ୍‌ ୱେଭ୍ ସ୍ଥିତି

ହିଟ୍‌ ୱେଭ୍ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

୩୦ ତାରିଖ ଯାଏଁ ଉତ୍ତର ଓଡ଼ିଶାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ମେ’ ୯ ତାରିଖ ଯାଏଁ ତାତିର ପ୍ରଭାବ ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ୪୫ ଡିଗ୍ରୀ ଟପିବା ସମ୍ଭାବନା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes