ରାଜ୍ୟରେ ଆହୁରି ୫ ଦିନ ହିଟ୍‌ୱେଭ୍

ଆହୁରି ୫ ଦିନ ଯାଏ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।

ଦିନରେ ତାପମାତ୍ରା ସାମାନ୍ୟଠାରୁ ଅଧିକ ରହିବା ଆଶଙ୍କା ରହିଛି।ଆଭ୍ୟନ୍ତରୀଣ ଓଡ଼ିଶାରେ ୩ରୁ ୫ ଡିଗ୍ରୀ ତାପମାତ୍ରା ବଢ଼ିପାରେ ଏବଂ ଉପକୂଳ ଓଡ଼ିଶାର ୨ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିପାରେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes