ସମ୍ବଲପୁରରେ ମା’ ସମଲେଇଙ୍କ ଧବଳମୁଖୀ ବେଶ ଦର୍ଶନ ସମୟରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଏହି ସୂଚନା ଦେଇଛନ୍ତି।
ପାର୍ବଣ ପୂର୍ବରୁ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ ହେବ ନାହିଁ। ନୂଆପଡ଼ା ଉପନିର୍ବାଚନରେ ପଦ୍ମ ଫୁଟିବ ବୋଲି କହିଛନ୍ତି ମନମୋହନ।
Credible Local News of Odisha