ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏହି ଉତ୍ତର ରଖିଛନ୍ତି। ୧୦ ମାସରେ ୬ହଜାର ୫୬୯ କୋଟି ଟଙ୍କାର ମଦ ପିଇଛନ୍ତି ରାଜ୍ୟବାସୀ।
୨୦୨୩-୨୪ରେ ମଦ ବିକ୍ରିରୁ ୭ ହଜାର ୨୧୬ କୋଟି ରାଜସ୍ୱ ଆଦାୟ ଏବଂ ୨୦୨୪-୨୫ ରେ ୮ ହଜାର ୧୯୫ କୋଟିର ରାଜସ୍ୱ ଆଦାୟ ହୋଇଛି।
Credible Local News of Odisha