ରାଜ୍ୟରେ ଖାଲିପଡ଼ିଛି ୧୦୫ ଗୋଷ୍ଠୀ ଶିକ୍ଷା ଅଧିକାରୀ ପଦବୀ

ଗୃହରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ଉତ୍ତର ରଖିଛନ୍ତି। ମୟୂରଭଞ୍ଜରେ ସର୍ବାଧିକ ୯ଟି ପଦବୀ ଖାଲି ପଡ଼ିଥିବାବେଳେ ରାଜ୍ୟର ବିଭିନ୍ନ ସ୍କୁଲ୍‌ରେ ଗୃହ ଭିତ୍ତିଭୂମିର ଆବଶ୍ୟକତା ରହିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes