ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ନୂଆ ଅବକାରୀ ଆଇନ

ପ୍ରକ୍ରିୟା ଶେଷ ହେବା ପରେ ଅବକାରୀ ଆଇନ ଅନୁପାଳନ କରାଯିବ ନେଇ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅବକାରୀ ବିଭାଗ ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଜୋରଦାର ହେବ, ଅବୈଧ ନିଶା କାରବାର ରୋକିବା ପାଇଁ ପଦକ୍ଷେପ ନିଆଯିବ କହିଛନ୍ତି ମନ୍ତ୍ରୀ।

ରେଡ୍‌ ବେଳେ ଏନଫୋର୍ସମେଣ୍ଟ ଟିମ୍ ବଡି କ୍ୟାମେରା ପିନ୍ଧିବେ, ଏହାଦ୍ୱାରା କୋର୍ଟରେ ଭିଡିଓ ପ୍ରମାଣ ଦେଇପାରିବେ ତଦନ୍ତକାରୀ ଅଫିସର୍। ପ୍ରମାଣ ଅଭାବରୁ ଆଉ ଖସି ପାରିବେନି ଅଭିଯୁକ୍ତ କହିଚନ୍ତି ଅବକାରୀ ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes