ଦ୍ବିତୀୟ ପର୍ଯ୍ୟାୟରେ ୨୫୦ ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏଥିମଧ୍ୟରୁ ୭ଟି ଆମ୍ବୁଲାନ୍ସରେ ରହିଛି ଆଡ୍ଭାନ୍ସ ଲାଇଫ୍ ସପୋର୍ଟ ବ୍ୟବସ୍ଥା ରହିଛି।ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବାକୁ ପଦକ୍ଷେପ ନିଆଯାଉଛି କହିଛନ୍ତି ମୁଖ୍ୟମନ୍ତ୍ରୀ।
Credible Local News of Odisha