ପ୍ରଚଳିତ ଆଇନ ଅନୁସାରେ ଓଡ଼ିଶାରେ ଗୋ ହତ୍ୟା ସଂପୂର୍ଣ୍ଣ ନିଷେଧ ହୋଇଥିବା ନେଇ ହାଇକୋର୍ଟଙ୍କୁ ଅବଗତ କଲେ ରାଜ୍ୟ ସରକାର।
ଓଡ଼ିଶା ଗୋ ହତ୍ୟା ନିରୋଧ ଆଇନ ଅନୁସାରେ ନିଷେଧ କରାଯାଇଛି।ସରକାରଙ୍କ ତରଫରୁ ଦାଖଲ ସତ୍ୟପାଠରେ ଉଲ୍ଲେଖ ହୋଇଛି। ଏକ ଜନସ୍ବାର୍ଥ ମାମଲାର ଶୁଣାଣି ବେଳେ ଜଣାଇଲେ ସରକାର।
Credible Local News of Odisha