ଏ ବର୍ଷ ଅଗଷ୍ଟ ୧୬ ସୁଦ୍ଧା ୨,୧୧୧ ରୋଗୀ ଚିହ୍ନଟ ହୋଇଛନ୍ତି। ଗତ ବର୍ଷ ଡେଙ୍ଗୁ ରୋଗୀ ସଂଖ୍ୟା ୧ ହଜାର ୪୪୧ ଥିଲା।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୧୫୫ ରୋଗୀ ଚିହ୍ନଟ ହୋଇଛନ୍ତି।ବାଲେଶ୍ୱରରେ ୧୭୯, ପୁରୀରେ ୧୫୦, କଟକରେ ୧୨୫, ଜଗତସିଂହପୁରରେ ୧୦୧ ରୋଗୀ ଚିହ୍ନଟ ହୋଇଛନ୍ତି।
Credible Local News of Odisha