ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

୬ ଦଫା ଦାବି ନେଇ ଡ୍ରାଇଭର ମହାସଂଘ ଆନ୍ଦୋଳନ କରୁଥିବା ବେଳେ ବିଭିନ୍ନ ସ୍ଥାନରେ ପ୍ରଭାବ ପରିଲକ୍ଷିତ ହୋଇଛି। ମୁଖ୍ୟତଃ ପୁଲିସକୁ ଗାଡ଼ି ଚେକିଂ କ୍ଷମତା ପ୍ରଦାନ ପ୍ରକ୍ରିୟାକୁ ବିରୋଧ କରି ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରିଛନ୍ତି ଡ୍ରାଇଭର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes