ତେଲ ସଙ୍କଟ ଆଦୌ ନାହିଁ କହିଲେ ଯୋଗାଣ ବିଭାଗ ପ୍ରମୁଖ ସଚିବ। ରାଜ୍ୟରେ ୨୦ରୁ ୨୨ଟି ତେଲ ଟାଙ୍କିରେ ଡ୍ରାଏ ଆଉଟ୍ ସ୍ଥିତି ଦେଖାଦେଇଛି, ଡ୍ରାଏ ଆଉଟ୍ ସ୍ଥିତି ମ୍ୟାନେଜମେଣ୍ଟର ଅଭାବ ଯୋଗୁଁ ଦେଖାଦେଇଛି। ତେଲ ଅଭାବ ଯୋଗୁଁ ଆଦୌ ଡ୍ରାଏ ଆଉଟ୍ ସ୍ଥିତି ଦେଖାଦେଇନି, ସ୍ବାଭାବିକ ସ୍ଥିତିରେ ବି ୨୦/୨୨ଟି ତେଲ ଟାଙ୍କିରେ ଡ୍ରାଏ ଆଉଟ୍ ସ୍ଥିତି ଦେଖାଯାଏ, ଏଭଳି ଡ୍ରାଏ ଆଉଟ୍ ସ୍ଥିତିର ମନିଟରିଂ ଚାଲିଛି, ବ୍ୟବସ୍ଥା କରିବୁ। ଭୟଭୀତ ହୋଇ ଆଦୌ ତେଲ କିଣନ୍ତୁ ନାହିଁ କହିଛନ୍ତି ଯୋଗାଣ ବିଭାଗ ପ୍ରମୁଖ ସଚିବ।
ଘରୋଇ ବସ୍ ମାଲିକ ସଂଘର ଆଶଙ୍କା ଭିତ୍ତିହୀନ, ବସ୍ ଚାଲିବାରେ ଅସୁବିଧା ନାହିଁ କହିଛନ୍ତି ସଚିବ।