ରାଜ୍ୟରେ ଦିନକରେ 245 କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 245 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ 43 ଜଣଙ୍କ ବୟସ 18 ବର୍ଷରୁ କମ l 144 ଜଣ କ୍ଵାରେଣ୍ଟାଇନରେ ଥିବା ବେଳେ 101 ସ୍ଥାନୀୟ ସଂକ୍ରମିତ l
ଏବେ ରାଜ୍ୟରେ ମୋଟ 1766 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes