ରାଜ୍ୟରେ ଦିନକରେ 38 କରୋନା ଆକ୍ରାନ୍ତ ଚିହ୍ନଟ

ଗତ 24 ଘଣ୍ଟାରେ ରାଜ୍ୟରେ 38 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କେବଳ ଖୋର୍ଦ୍ଧା ଜିଲ୍ଲାରେ 27 ଜଣ ଚିହ୍ନଟ ହୋଇଛନ୍ତି l ରାଜ୍ୟରେ ଏବେ 202 ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes