ଗୃହରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଲିଖିତ ଉତ୍ତର ରଖିଛନ୍ତି।ନ୍ୟାସନାଲ୍ ସ୍କୁଲ୍ ଅଫ୍ ଡ୍ରାମା ନିର୍ମାଣ ପାଇଁ ସରକାରଙ୍କ ପ୍ରସ୍ତାବ ରହିଛି।ଓଡ଼ିଶାରେ ନାଟକର ଉନ୍ନତି, ପ୍ରଚାର ପ୍ରସାର କରାଯାଉଛି। ରାଜ୍ୟ ଓ ରାଜ୍ୟ ବାହାରେ ଓଡ଼ିଆ ନାଟକ ଆୟୋଜିତ କରାଯାଉଛି କହିଛନ୍ତି ମନ୍ତ୍ରୀ।
Credible Local News of Odisha