ପର୍ଯ୍ୟାପ୍ତ ପରିମାଣର ତୈଳ ମହଜୁଦ୍ ଅଛି, ଆତଙ୍କିତ ହୋଇ ତେଲ ନକିଣିବାକୁ ପରାମର୍ଶ ଦେଲେ ମନ୍ତ୍ରୀ।
ଟାଙ୍କିରେ ବହୁତ ଭିଡ଼ ବଢ଼ିଯିବାରୁ ଅଳ୍ପ ଅଳ୍ପ ତେଲ ଦେଉଛନ୍ତି ମାଲିକ। ଏନେଇ ସରକାରଙ୍କ ପକ୍ଷରୁ କିଛି ନିୟମ କରାଯାଇ ନାହିଁ, ୧୩ ଦିନ ପାଇଁ ଷ୍ଟକ୍ ଓଡ଼ିଶାରେ ଅଛି କହିଛନ୍ତି ମନ୍ତ୍ରୀ।
Credible Local News of Odisha