ରାଜ୍ୟରେ ବଢ଼ିବ ଆମ ବସ୍‌ ସେବାର କଳେବର

ଆଉ ୬୦୦ ଇ-ବସ୍ କିଣିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି। ପିଏମ୍‌ ଇ-ବସ୍ ସେବା ଯୋଜନାରେ ରାଜ୍ୟକୁ ଆସିବ ଆଉ ୪୦୦ ଇ-ବସ୍, ଏଥିପାଇଁ ୨୦୨୬-୨୭ ବଜେଟରେ ୪୨୧ କୋଟି ଟଙ୍କାର ବ୍ୟୟବରାଦ ହୋଇଛି ନେଇ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes