ଚିଠି ଲେଖି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। CT & GST ଓ ଅର୍ଥ ବିଭାଗକୁ ସ୍ୱାସ୍ଥ୍ୟ ସଚିବ ଏନେଇ ଚିଠି କରିଛନ୍ତି। ପାନ ମସଲାରେ ଟବାକୋ ଓ ନିକୋଟିନ୍ ନଥିବା ଚିଠିରେ ଉଲ୍ଲେଖ କରାଯାଇଛି।
Credible Local News of Odisha